A part of Indiaonline network empowering local businesses
Chaitra Navratri

ପ୍ରଦର୍ଶନୀ ପଡିଆରେ ଜାତୀୟ ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ

news

ଭୁବନେଶ୍ୱର: ପ୍ରଦର୍ଶନୀ ପଡିଆରେ ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଏଠାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି। ଏହି ଅବସରରେ ସେ ସ୍ବାଧୀନତା ସଂଗ୍ରାମୀଙ୍କ ସ୍ମୃତିଚାରଣ କରି ଦେଶ ପାଇଁ ସେମାନଙ୍କ ତ୍ୟାଗ, ବଳିଦାନକୁ ଆଦୌ ଭୁଲି ହେବ ନାହିଁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ସୂଚନାଯୋଗ୍ୟ, ଏଥର ଚଳିତବର୍ଷ ପ୍ରଥମଥର ପାଇଁ ମହାତ୍ମା ଗାନ୍ଧି ମାର୍ଗ ପରିବର୍ତ୍ତେ ପ୍ରଦର୍ଶନୀ ପଡିଆରେ ରାଜ୍ୟସ୍ତରୀୟ ସୱାଧୀନତା ଦିବସ ଉତ୍ସବ ପାଳନ ହୋଇଛି।

The post ପ୍ରଦର୍ଶନୀ ପଡିଆରେ ଜାତୀୟ ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ appeared first on www.prompttimes.com. (PROMPT TIMES)

1708 Days ago